• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଓଡ଼ିଶା

ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

by Odisha News Now
January 30, 2026
in ଓଡ଼ିଶା, ମନୋରଞ୍ଜନ
0
ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !
0
SHARES
1
VIEWS
Share on FacebookShare on Twitter

ସମୟ ଏକାଠି କରିଥିଲା | ସମୟ ବି ଅଲଗା କରିଦେଲା | ଆଇନ୍‌ ଛାଡ଼ପତ୍ରକୁ ସ୍ୱୀକୃତି ଦେଲା ,ଉଭୟ ଅଲଗା ଅଲଗା ହୋଇଗଲେ | ଆଉ ଦେଖିବାକୁ ମିଳୁନି ଏହି ଯୋଡ଼ିକୁ କି ଆଗକୁ ବି ଆଉ ଦେଖିବାକୁ ମିଳିବନି | କିନ୍ତୁ ଦର୍ଶକବଂଧୁ ଅଲଗା ହେବା ପରେ ବି ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କୁ ଛାଡିଲେଣି ବର୍ଷା ପ୍ରିୟଦର୍ଶିନୀ | ଉଭୟଙ୍କ ମଧ୍ୟରେ ପୁଣି ଦେଖାଦେଇଛି ବିବାଦ ବର୍ଷେ ପରେ ପୁଣି ହାଇକୋର୍ଟକୁ ଦୌଡ଼ିବେ ଅନୁଭବ | ଅନୁଭବଙ୍କ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ | ତାଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା , ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ କାଏମ ରଖିଛନ୍ତି ଉଚ୍ଚ ନ୍ୟାୟାଳୟ | ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା ପ୍ରିୟଦର୍ଶିନୀ | ଅନୁଭବଙ୍କ ଘରେ ଥିବା ବେଳେ ମାନସିକ ନିର୍ଯାତନା ପାଉଥିବା ନେଇ ପୁରୀଘାଟ ଥାନାରେ ଅଭିଯୋଗ କରିଥିଲେ | ଏ ନେଇ ନିମ୍ନ ଅଦାଲତ ଚାଲିଥିଲା | ଆଉ ମାମଲା ଖାରଜ ପାଇଁ ଆବେଦନ କରିଥିଲେ ଅନୁଭବ |

ଘରୋଇ ହିଂସା ମାମଲାରେ ଜିତିଥିବାରୁ ଏହି ମାମଲାର ଅସ୍ଥିତ୍ୱ ନାହିଁ | ତେଣୁ କ୍ରିମିନାଲ କେସ ଖାରଜ କରିବାକୁ ଅନୁଭବ ଅନୁରୋଧ କରିଥିଲେ | କିନ୍ତୁ ହାଇକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି | ଆଉ ଏବେ ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲା ନିମ୍ନ ଅଦାଲତରେ ଚାଲିବ | ମାମଲାରୁ ବାଦ ଦେବା ପାଇଁ ଅନୁଭବ କରିଥିଲେ ଆବେଦନ , ଯାହାକୁ ଖାରଜ କରିଛନ୍ତି କୋର୍ଟ | ଯାହାକି ଏବେ ଅନୁଭବକୁ ବଡ଼ ଝଟକା ଲାଗିଛି | ଯେତେ ଚାହିଁଲେ ବି ଅନୁଭବ ବର୍ଷାଙ୍କ ଜାଲରୁ ମୁକୁଳି ପାରୁନାହାନ୍ତି ..ତେବେ ଦେଖାଯାଉ ଏହି କେସ କେତେ ଦିନ ଚାଲୁଛି ..ଆଉ ଅନୁଭବ କେତେ ଦିନ ହାଇକୋର୍ଟ ଦୌଡୁଛନ୍ତି |

Odisha News Now

Odisha News Now

Next Post

ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମରେ ଚମକିଛନ୍ତି ବ୍ରହ୍ମପୁରର ଝିଅ

Leave a Reply Cancel reply

Your email address will not be published. Required fields are marked *

Recommended

ଅରୁନ୍ଧତୀ ଫାଉଣ୍ଡେସନର ବିଗ୍‌ ସୋସିଆଲ୍‌ ମିଶନ୍‌।

3 weeks ago
ନିୟନ୍ତ୍ରଣ ହରାଇ ଓଲଟିଲା ଡ଼ାଲା ଅଟୋ, ୧ ମୃତ ୧୩ ଜଣ ଗୁରୁତର |

ନିୟନ୍ତ୍ରଣ ହରାଇ ଓଲଟିଲା ଡ଼ାଲା ଅଟୋ, ୧ ମୃତ ୧୩ ଜଣ ଗୁରୁତର |

2 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ