• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ରାଜନୀତି

କମିବ ବିଧାୟକମାନଙ୍କର ଦରମା ! ପୁନର୍ବିଚାର ପାଇଁ ଦାବି !

by Odisha News Now
December 19, 2025
in ରାଜନୀତି
0
0
SHARES
3
VIEWS
Share on FacebookShare on Twitter

ହଁ ଆଜ୍ଞା ବିଧାୟକଙ୍କୁ ଅଣ୍ଟୁନଥିଲା ଲକ୍ଷେ | ଦରମା ବଢାଇବାକୁ ଦାବି କରୁଥିଲେ | ଆଉ ଏକା ଥରେ ଗରିବ ବିଧାୟକରୁ ହୋଇଯାଇଥିଲେ ଧନୀ ବିଧାୟକ | ମାନେ ସବୁ ରାଜ୍ୟ ତୁଳନାରେ ଓଡ଼ିଶାର ବିଧାୟକନ୍କ ଦରମା ଅଧିକ ଥିଲା | ଭତ୍ତା ୧ ଲକ୍ଷ ଟଙ୍କାରୁ ବୃଦ୍ଧି ପାଇ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିଲା | ଅର୍ଥାତ୍ ଦରମା ପ୍ରାୟ ତିନି ଗୁଣ ବଢ଼ିଥିଲା | ଏହା ସହିତ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ରାଶିରେ ମଧ୍ୟ ବୃଦ୍ଧି ଘଟିଥିଲା | ହେଲେ ଏବେ ପୁଣିଥରେ କମିପାରେ ବିଧାୟକଙ୍କ ଦରମା |

କାରଣ ବିଧାୟକମାନଙ୍କ ଦରମା ବଢିବା ପରେ ରାଜନୈତିକ ମହଲରେ ଏହା ବିଷୟ ପାଲଟିଥିଲା | ଆଉ ଏହି ନିଷ୍ପତ୍ତିକୁ ନେଇ ଧୀରେ ଧୀରେ ବିଜେପି ସରକାରଙ୍କ ଉପରେ ଜନସାଧାରଣଙ୍କ ଅସନ୍ତୋଷ ଦେଖାଦେଇଥିଲା | ଆଉ ଏହା ପରେ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନନେବାକୁ ମନ କରିଦେଇଥିଲେ | ଆଉ ଏମିତି କି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ |ଏହା ପରେ ନବୀନଙ୍କ ନିଷ୍ପତ୍ତିକୁ ସମସ୍ତେ ବାଃ ବାଃ କହିଥିଲେ | ସିମ୍ପାଥି ବି ନବୀନ ବି ସାଉଁଟିଥିଲେ | କେବଳ ଅନେକ ବିଧାୟକ ବର୍ଦ୍ଧିତ ଦରମା ନେବାକୁ ମନା କରିଛନ୍ତି | ଏହା ପରେ ବିଜେପି ନେତାଙ୍କ ଅକାଳ ଗୁଡୁମ ହୋଇଯାଇଛି | ଆଉ ଏବେ ଏହା ଉପରେ ପୁନର୍ବିଚାର କରିବାକୁ ଦାବି ଜୋର ଧରିଛି |

ଗୁରୁବାର ଦିନ ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି | ଗତ ଡିସେମ୍ବର ୯ ତାରିଖରେ ଶୀତକାଳୀନ ଅଧିବେଶନ ସମୟରେ ବିଧାନସଭାରେ ସର୍ବସମ୍ମତି କ୍ରମେ ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ବିଲ୍ ପାରିତ ହୋଇଥିଲା .| ଜନସାଧାରଣଙ୍କ ଅସନ୍ତୋଷ ପରେ , ବିଜେପି ବିଧାୟକଙ୍କ ଦାବି ପରେ ସରକାର ଦରମା ବୃଦ୍ଧି ନିଷ୍ପତ୍ତି ପ୍ରତ୍ୟାହାର କରୁଛନ୍ତି କି ନାହିଁ, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି |

Odisha News Now

Odisha News Now

Next Post

ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

Leave a Reply Cancel reply

Your email address will not be published. Required fields are marked *

Recommended

୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ ।

୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ ।

2 months ago
ବିଜେଡିରେ କନ୍ଦଳ ନବୀନ ନେଲେ ନିଷ୍ପତ୍ତି !

ବିଜେଡିରେ କନ୍ଦଳ ନବୀନ ନେଲେ ନିଷ୍ପତ୍ତି !

3 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ