• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଜାତୀୟ special story

ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମରେ ଚମକିଛନ୍ତି ବ୍ରହ୍ମପୁରର ଝିଅ

by Odisha News Now
January 30, 2026
in special story, ଓଡ଼ିଶା
0
0
SHARES
0
VIEWS
Share on FacebookShare on Twitter

ପରୀକ୍ଷା ପ୍ରାୟତଃ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ପାଇଁ ଚିନ୍ତାର କାରଣ ପାଲଟିଥାଏ | କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ପଦକ୍ଷେପ ଏହି ଧାରାକୁ ବଦଳାଇ ଦେଇଛି | ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ସିଧାସଳଖ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହ କଥାବାର୍ତ୍ତା କରିବେ | ଠିକ ସେହିପରି ବ୍ରହ୍ମପୁରର ନବମ ଶ୍ରେଣୀର ଛାତ୍ରୀ ବ୍ରିନ୍ଦାରାଣୀ ପଣ୍ଡା ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମରେ ଚମକିଛନ୍ତି |

କାର୍ଯ୍ୟକ୍ରମରେ ବ୍ରିନ୍ଦାରାଣୀ ପ୍ରାୟ ତିନି ଘଣ୍ଟା ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ପରୀକ୍ଷାରେ ହେଉଥିବା ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା କରିଥିଲେ | ବ୍ରିନ୍ଦା ପରୀକ୍ଷାକୁ ନେଇ ରହିଥିବା ସମୟ ପରିଚାଳନା ସମସ୍ୟା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ କହିଥିଲା ବେଳେ ପ୍ରଧାନମନ୍ତ୍ରୀ ମଧ୍ୟ ବେଶ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଛନ୍ତି | ଏପରିକି ଦେଶର ଜାତୀୟତାବୋଧକ କାର୍ଯ୍ୟକ୍ରମ କୁହାଯାଉଥିବା ବୀର୍‌ ଗାଥା-5.0 ଭଳି ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ସଫଳତା ପାଇଛନ୍ତି ଛାତ୍ରୀ ଜଣଙ୍କ |

ପ୍ରଧାନମନ୍ତ୍ରୀଙ୍କ ସହିତ ସାକ୍ଷାତ କରିବା ଏବଂ ବୀର୍‌ ଗାଥାରେ କାର୍ଯ୍ୟକ୍ରମରେ ସଫଳତା ପାଇବା ପରେ ନିଜ ବିଦ୍ୟାଳୟକୁ ଫେରିବା ପରେ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି | ବ୍ରହ୍ମପୁର ସହରର ଟାଟା ବେଞ୍ଜ ଛକ ନିକଟରେ ରହିଥିବା କେ.ସି.ପବ୍ଲିକ ସ୍କୁଲର ନବମ ଶ୍ରେଣୀର ଛାତ୍ରୀ ବ୍ରିନ୍ଦାରାଣୀ ପଣ୍ଡା | ବ୍ରିନ୍ଦା ଗତ କିଛି ଦିନ ପୂର୍ବରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ପାଇଁ ଏକ ପ୍ରଶ୍ନର ଭିଡ଼ିଓ ବାର୍ତ୍ତା ରେକର୍ଡ଼ କରି ପଠାଇଥିଲେ | ଏହାପରେ ସେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ପାଇଁ ପୁଣି ଦୁଇ ଥର ଅନଲାଇନ ମାଧ୍ୟମରେ ବୈଠକ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଚୟନ ହୋଇଥିଲେ |

ଏହାପରେ ବ୍ରିନ୍ଦା ଗତ 22 ତାରିଖରେ ଦିଲ୍ଲୀରେ ଆୟୋଜିତ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ |ସାରା ଦେଶରୁ ଏଥିରେ ଯୋଡ଼ି ହୋଇଥିଲେ ମୋଟ 37 ଜଣ ଛାତ୍ରଛାତ୍ରୀ | ଯାହାକି ସେଠାରେ ଉପସ୍ଥିତ ରହିଥିବା ଛାତ୍ରଛାତ୍ରୀ ଦୁଇଟି ଗ୍ରୁପରେ ବିଭକ୍ତ ହୋଇଥିଲେ | ଏହାପରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା |

Odisha News Now

Odisha News Now

Next Post
ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

Leave a Reply Cancel reply

Your email address will not be published. Required fields are marked *

Recommended

‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

3 months ago

କେଜ୍ରିୱାଲ ଭ୍ରଷ୍ଟ ନୁହେଁ | କହି କାନ୍ଦି ପକାଇଲେ |

3 weeks ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ