• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଅପରାଧ

ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

by Odisha News Now
February 11, 2026
in ଅପରାଧ, ଓଡ଼ିଶା
0
0
SHARES
4
VIEWS
Share on FacebookShare on Twitter

ଜେଲ ଭିତରେ ଭୋ ଭୋ ହେଇ କାନ୍ଦିଲେ, କୋର୍ଟରେ କାନ୍ଦି କାନ୍ଦି ଗଡ଼ିଲେ। ଦିନେ ମର୍ଡର ପ୍ଲାନ୍ କରିଥିଲେ ଏବେ ହାତ ଗୋଡ଼ ଧରି ମାଗୁଛନ୍ତି କ୍ଷମା। ଏ ଜନ୍ମର କର୍ମର ଫଳ ଏଇ ଜନ୍ମରେ ହିଁ ମିଳେ। ଏକଥା ସତେ ଯେମିତି ସତ ପ୍ରମାଣିତ ହେଇଛି।

ବ୍ରହ୍ମପୁରର ବହୁ ଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ଓ ମାଷ୍ଟର ମାଇଣ୍ଡ ବିକ୍ରମ ପଣ୍ଡାଙ୍କ ରାଇଟ ହ୍ୟାଣ୍ଡ ମଦନ ଦଳେଇଙ୍କ ଏବେ ଏମିତି ଅବସ୍ଥା। ବ୍ରହ୍ମପୁର କୋର୍ଟରେ ମଦନଙ୍କୁ ନିଆ ଯାଉଛି ହଜାର କରିବାକୁ। ହେଲେ ଦେଖନ୍ତୁ କେମିତି କାନ୍ଦି କାନ୍ଦି ଗଡ଼ି ଯାଉଛନ୍ତି ମଦନ। ମାଆ ଲୋ ବୋପାଲୋ କହି କାନ୍ଦୁଛନ୍ତି। ଜେଲରେ ଯୋଗ କରିଲା ବେଳେ ପଡ଼ି ଯାଇ ଗୋଡ଼ରେ ଆଘାତ ଲାଗିଛି, ଫଳରେ ଏତେ କଷ୍ଟ ହେଉଛି। ହେଲେ ଏଇ ଭିଡିଓ ସାମ୍ନାକୁ ଆସିବା ପରେ ନାନା ଚର୍ଚ୍ଚା।ଯେଉଁ ଦିନ ପିତବାସଙ୍କୁ ହତ୍ୟା କରାଯାଇଥିଲା ସେଇ ମୁହୂର୍ତ୍ତ ରେ କେତେ କଷ୍ଟ ପାଇଥିଲେ ସେ। ଛାତିରେ ଯେତେବେଳେ ଗୁଳି ପଶିଥିବ କେତେ କଷ୍ଟ ହେଉଥିବ, କେତେ ଛଟପଟ ହେଉଥିବେ। ଏବେ ଗୋଡ଼ ଆଘାତରୁ ଏତେ କଷ୍ଟ ହେଲେ ଯିଏ ପ୍ରାଣ ଛାଡ଼ି ଦେଇଛି ତାଙ୍କୁ କେତେ କଷ୍ଟ ହେଉଥିବ ତାହା ଏବେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି |

ଅନ୍ୟପଟେ ମାଷ୍ଟର ମାଇଣ୍ଡ ବିକ୍ରମ ପଣ୍ଡା ବି ଅସୁସ୍ଥ ହୋଇପଡିଛନ୍ତି |ପେଟରେ ଗୋଲ ବ୍ଲାଡ଼ର ଷ୍ଟୋନ ସହ ପାଇଲସରେ ଛଟପଟ ହେଉଛନ୍ତି ବିକ୍ରମ ପଣ୍ଡା |ଏବେ ତାଙ୍କୁ MKCG ମେଡିକାଲରେ ଭର୍ତି କରାଯାଇଥିବା ଜଣାପଡିଛି |ଦୁଇଦିନ ପୂର୍ବରୁ ପ୍ରାଥମିକ ଚିକିତ୍ସା ପାଇ ମେଡିକାଲ ନିଆଯାଇଥିଲା | ଆଉ କୋର୍ଟର ଅନୁମତି ପରେ ଆଜି ବିକ୍ରମଙ୍କୁ ସର୍ଜରୀ ବିଭାଗର ୱାର୍ଡରେ ଭର୍ତ୍ତି କରାଯାଇଛି | ବ୍ରହ୍ମପୁର ପୀତବାସ ପଣ୍ଡା ହତ୍ୟା ମାମଲାରେ ଏବେ ଯାଏଁ ୧୬ ଜଣଙ୍କୁ ଗିରଫ କରାଯାଇଛି |

Odisha News Now

Odisha News Now

Next Post

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ | ରାଜ୍ୟ ବିଜେପିର ଶୋକ |

Leave a Reply Cancel reply

Your email address will not be published. Required fields are marked *

Recommended

ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

3 months ago
ଏସଆଇ ପରୀକ୍ଷା ଦୁର୍ନୀତି: ତଦନ୍ତ କରିବ ସିବିଆଇ, ଶାସକ-ବିରୋଧୀ ମୁହାଁମୁହିଁ

ଏସଆଇ ପରୀକ୍ଷା ଦୁର୍ନୀତି: ତଦନ୍ତ କରିବ ସିବିଆଇ, ଶାସକ-ବିରୋଧୀ ମୁହାଁମୁହିଁ

5 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ