• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ରାଜନୀତି

ନିର୍ବାଚନ ପୂର୍ବରୁ ନୂଆପଡ଼ାରେ ବିଜେପିର ବଡ଼ ମିଶ୍ରଣ ପର୍ବ, ପଦ୍ମ ଧରିଲେ ଆଦିବାସୀ ନେତା

by Odisha News Now
October 23, 2025
in ରାଜନୀତି
0
ନିର୍ବାଚନ ପୂର୍ବରୁ ନୂଆପଡ଼ାରେ ବିଜେପିର ବଡ଼ ମିଶ୍ରଣ ପର୍ବ, ପଦ୍ମ ଧରିଲେ ଆଦିବାସୀ ନେତା
0
SHARES
5
VIEWS
Share on FacebookShare on Twitter

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ନୂଆପଡ଼ାରେ ବଡ଼ ହଲଚଲ । ବିଜେପିର ବଡ଼ ମିଶ୍ରଣ ପର୍ବ । ପଦ୍ମ ଧରିଲେ ଆଦିବାସୀ ନେତା ଭୁଜବଳ ଅଡବାଙ୍ଗ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି । ନୂଆପଡା ଉପନିର୍ବାଚନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳୁଛି । ଆଜି ନୂଆପଡାରେ ଅନୁଷ୍ଠିତ ଏକ ବଡ ମିଶ୍ରଣ ପର୍ବରେ ବିଶିଷ୍ଟ ଓ ବରିଷ୍ଟ ଆଦିବାସୀ ନେତା ଭୂଜବଳ ଅଡବାଙ୍ଗ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଅବସରରେ ଆଇନଜୀବୀ ତଥା ଆଦିବାସୀ ନେତା ଘାସିରାମ ବାଗ, ଆଡଭୋକେଟ ଗୋପାଳ ସାମନ୍ତ, ଆଡଭୋକେଟ ପୂର୍ଣ୍ଣଚନ୍ଦ୍ର ସାହୁ, ଅଶୋକ ଦେବଗାନ ପ୍ରମୁଖ ବିଜେପିରେ ଯୋଗଦାନ କରିଛନ୍ତି । ପ୍ରକାଶ ଥାଉକି ଭୂଜବଳ ଅଡବାଙ୍ଗ ଗତ ୨୦୨୪ ସାଧାରଣ ନିର୍ବାଚନରେ ନୂଆପଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇ ପାଖାପାଖି ୬ ହଜାର ଭୋଟ ପାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଉପରେ ନୂଆପଡାବାସୀ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛନ୍ତି ।

ବିଶେଷ ଭାବେ ମୁଖ୍ୟମନ୍ତ୍ରୀ ନିଜେ ଜଣେ ଆଦିବାସୀ ଏବଂ ତାଙ୍କର ନୂଆପଡା ଜିଲ୍ଲା ପ୍ରତି ଭଲ ପାଇବା ଓ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି । ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର କାରଣରୁ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ ବୋଲି ଅଡବାଙ୍ଗ ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏହି ଅବସରରେ ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଡ.ମୁକେଶ ମହାଲିଙ୍ଗ, ସାଂସଦ ଅନନ୍ତ ନାୟକ, ପ୍ରଦୀପ ପୁରୋହିତ, ସୁଜିତ କୁମାର, ରବିନାରାୟଣ ବେହେରା, ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର, ଅଭିନନ୍ଦନ ପଣ୍ଡା, ପ୍ରସନ୍ନ ପାଢୀ, ରାଜ୍ୟ ଉପ ସଭାପତି ଅଶୋକ ମିଶ୍ର, ଜିଲ୍ଲା ପ୍ରଭାରୀ ଅର୍ତତ୍ରାଣ ମହାପାତ୍ର, ଜିଲ୍ଲା ସଭାପତି ଶ୍ରୀ କମଳେଶ ଦିକ୍ଷୀତ ପ୍ରମୁଖ ଉପସ୍ଥିତ ରହି ନୂତନ ସଦସ୍ୟଙ୍କୁ ଦଳୀୟ ଟୋପି ଉତରୀୟ ପିନ୍ଧାଇ ସ୍ୱାଗତ କରିଛନ୍ତି ।

Odisha News Now

Odisha News Now

Next Post
ଫେରିବେ କୁସ୍ତିଯୋଦ୍ଧା ବିନେଶ ଫୋଗଟ, ୨୦୨୮ ଅଲମ୍ପିକ୍ସ ଉପରେ ନଜର

ଫେରିବେ କୁସ୍ତିଯୋଦ୍ଧା ବିନେଶ ଫୋଗଟ, ୨୦୨୮ ଅଲମ୍ପିକ୍ସ ଉପରେ ନଜର

Leave a Reply Cancel reply

Your email address will not be published. Required fields are marked *

Recommended

ହଟିଲା ମହାତ୍ମା ଗାନ୍ଧୀ ନାଁ ! ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ କଂଗ୍ରେସ ନେତା ଏକ |

3 months ago

ବିଦା ହେବେ ଗମ୍ଭୀର! ଖୁବ ଶୀଘ୍ର ଘୋଷଣା |

3 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ