• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଓଡ଼ିଶା

ପଦ୍ମ ପୋଖରୀରେ ବୁଡ଼ ପକାଇବେ କି ଅରବିନ୍ଦ ?

by Odisha News Now
March 4, 2026
in ଓଡ଼ିଶା, ରାଜନୀତି
0
0
SHARES
3
VIEWS
Share on FacebookShare on Twitter

ଆଜିକାଲି ଖୁବ୍ ଚର୍ଚ୍ଚାରେ ଅଛନ୍ତି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର । ଯେବେଠୁ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ନିଲମ୍ବିତ କରିଛନ୍ତି । ସେବେଠୁ ତାଙ୍କୁ ନେଇ ଚର୍ଚ୍ଚା ହେଉଛି । ବିଧାନସଭାରେ ଅରବିନ୍ଦଙ୍କ କ୍ରେଜ ଦେଖିବା ପରେ ବିଜେପି ବିଧାୟକ , ବିଧାୟିକାମାନେ ତାଙ୍କ ସହ ଘଟି ଜମାଇଥିଲେ । ଏମିତିରେ ବି ପୂର୍ବରୁ ବିଜେପି ବାଲାଙ୍କର ସହ ଭଲ ଭାବ ଅଛି ଅରବିନ୍ଦଙ୍କ। କାହିଁକି ନା ଆଗରୁ ବିଜେପି ସଂଗଠନ ସଜାଡ଼ୁଥିଲେ ଅରବିନ୍ଦ।ଆଉ ଏବେ ସେ ଆଜାଦ ଅଛନ୍ତି। ତେଣୁ ସେ ପଦ୍ମ ପୋଖରୀରେ ବୁଡ଼ ପକାଇ ପାଆନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି । ବିଜେପି ବିଧାୟିକା ଉପାସନା ମହାପାତ୍ର କଥା ଛଳରେ କୋଟି ଚଲାଇଥିଲେ ।ଆଉ ଭାଇ ତୁମେ ଫୁଲକୁ ଆସ ବୋଲି କହିଥିଲେ ..ଏହା ପରେ ସମସ୍ତେ କହୁଛନ୍ତି ଉପାସନା କଥା ରଖି ଅରବିନ୍ଦ ପଦ୍ମ ଧରିପାରନ୍ତି । କାରଣ ଉପାସନା ହେଉଛନ୍ତି ଲୁଲୁ ମହାପାତ୍ରଙ୍କ ଝିଅ ।ଆଉ ଅରବିନ୍ଦ ହେଉଛନ୍ତି ବିଜୟ ମହାପାତ୍ରଙ୍କ ପୁୃଅ ।

ଆଉ ଭଭୟ ଭିନ୍ନ ଭିନ୍ନ ଦଳର ହୋଇଥିଲେ ବି ଉଭୟଙ୍କ ମଧ୍ୟରେ ଭଲ ସମ୍ପର୍କ ଥିଲା । ସେ ଦୃଷ୍ଟିରୁ ଉପାସନା ଏବଂ ଅରବିନ୍ଦଙ୍କ ମଧ୍ୟରେ ବି ଭଲ ସମ୍ପର୍କ ରହିଛି । ପୁର୍ବ ହୋଲିରେ ଉପାସନା ବିଜୟ ମହାପାତ୍ରଙ୍କ ଘରକୁ ଯାଇଥିଲେ । ଅରବିନ୍ଦଙ୍‌କ ଗେରୁଆ ରଙ୍ଗ ଲଗାଇ ଦେଇଥିଲେ । ଯେହେତୁ ଅରବିନ୍ଦ ବିଜେଡ଼ିରେ ଥିଲେ ସେ ଗେରୁଆ ରଙ୍ଗ ଲଗାଇ ଦେବାକୁ ହାତ ବଢ଼ାଇଥିଲେ । ହେଲେ ମନା କରି ଦେଇଥିଲେ ଉପାସନା । ଯଦି ଲଗାଇବେ ନାରଙ୍ଗୀ ରଙ୍ଗ ଲଗାନ୍ତୂ ବୋଲି କହିଥିଲେ ।ଆଉ ଏବେ ଅରବିନ୍ଦ ମହାପାତ୍ର ବିଜେଡ଼ି ଦୈାଡ଼ିରେ ବନ୍ଧା ନାହାନ୍ତି । ହେବେ ସେ ଆଜାଦ । ତେଣୁ ଏଥର କୁହାଯାଉଛି ଉପାସନାଙ୍କ ସହ ଗେରୁଆ ରଙ୍ଗରେ ହୋଲି ଖେଳିବେ ଅରବିନ୍ଦ ମହାପାତ୍ର । ବିଧାନସଭାରେ ଏଥର ଏହାର ଝଲକ ଦେଖିବାକୁ ମିଲିଛି । ତେବେ ଦେଖାଯାଉ ଅରବିନ୍ଦ ଆଜାଦ ରହୁଛନ୍ତି ନା ପଦ୍ମ ପୋଖରୀରେ ବୁଡ଼ ପକାଉଛନ୍ତି ।

Odisha News Now

Odisha News Now

Next Post

କାନ୍ଦୁଥିଲା ଅଭିନେତ୍ରୀଙ୍କ ଆତ୍ମା | ଜେଲରେ ଜୀବନ କାଟିବେ ସ୍ୱାମୀ

Leave a Reply Cancel reply

Your email address will not be published. Required fields are marked *

Recommended

ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

3 months ago

ନଦୀରେ ବୁଡି ଦୁଇଛାତ୍ର ମୃତ

2 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ