• About
  • Advertise
  • Careers
  • Contact
Monday, March 23, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ରାଜନୀତି

ବିଜେପିର କୃଷି ମାରଣା ନୀତିକୁ ବିଜେଡିର ବିକ୍ଷୋଭ ।

by Odisha News Now
January 12, 2026
in ରାଜନୀତି
0
ବିଜେପିର କୃଷି ମାରଣା ନୀତିକୁ ବିଜେଡିର ବିକ୍ଷୋଭ ।
0
SHARES
3
VIEWS
Share on FacebookShare on Twitter

ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ପୂର୍ବତନ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ବିଜୁ ଜନତା ଦଳର ସଭାପତି ସରୋଜ କୁମାର ମେହେରଙ୍କ ନେତୃତ୍ଵରେ ପାଟଣାଗଡ଼ ରାମପୁର ପେଟ୍ରୋଲ ପମ୍ପ ଠାରୁ ବାଇକ ରାଲିରେ ବାହାରି ପାଟଣାଗଡ଼ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେଉଥିବା ବେଳେ ପିସି ସରକାର ବୋଲି ସ୍ଲୋଗାନ ଦେଇଥିଲେ।

ଉପଜିଲ୍ଲାପାଳ ଅନୁପସ୍ଥିତ ରେ ସହକାରୀ ଜିଲ୍ଲାପାଳ ଶରତ ଚନ୍ଦ୍ର ସାହୁଙ୍କୁ ଏକ ସମ୍ମିଳିତ ଦାବୀ ପତ୍ର ପ୍ରଦାନ କରିଥିଲେ। ଧାନ ର କଟନୀ ଛଟନି ଟୋକନ ଆଦି ଚାରି ଦଫା ଦାବି ମହା ମହିମା ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ। ଯଦି ଡିସେମ୍ବର ଶେଷ ସୁଦ୍ଧା ଚାଷୀଙ୍କ ଧାନ ବିକ୍ରି ନ ହୁଏ ତାହେଲେ ଆଗାମୀ ଦିନ ରେ ରାଜରାସ୍ତା କୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଥିଲେ। ପରେ ପାଟଣାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ୨୯ତମ ପ୍ରତିଷ୍ଠା ଦୀବସ ପାଳିତ ହୋଇଯାଇଛି। ପ୍ରଥମେ ପାଟଣେଶ୍ୱରୀ ସମଲେଶ୍ୱରୀଙ୍କ ଓ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରି ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦୀବସ ରେ ଧୁମ୍ ଧାମରେ ପାଳିତ ହୋଇଯାଇଛି।

ପୂର୍ବତନ ବିଧାୟକ ତଥା ବିଜେଡି ଜିଲ୍ଲା ସଭାପତି ଶ୍ରୀ ମେହେରଙ୍କ ଅଧ୍ୟକ୍ଷତା ରେ ବୈଠକରେ ବିଜୁ ଜନତା ଦଳର ହଜାର ହଜାର କର୍ମ କର୍ତ୍ତା ଯୋଗ ଦେଇଥିଲେ। ପରେ ଖପ୍ରାଖୋଲ ବ୍ଲକର ଓଡ଼ିଆପାଳି ପଞ୍ଚାୟତ ର ଦଶଜଣ ରୁ ଉର୍ଦ୍ଧ ବିଜେପି ଓ କଂଗ୍ରେସ କର୍ମୀ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି। ମଞ୍ଚକୁ ଇନ୍ଦୁଭୂଷଣ ଠାକୁର ପରିଚାଳନା କରିଥିବ।ବେଳେ ପାଟଣାଗଡ଼ ବ୍ଳକ ଚେୟାରମ୍ୟାନ ନୀଳକାନ୍ତ ବାଗ, ଏନଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଳ , ପ୍ରଦୀପ ପୁରୋହିତ, ସମିତି ସଂଘ ସଭାପତି ଗୋବିନ୍ଦ ମେହେର,ସମେତ ସମସ୍ତ ଏନଏ ସି କାଉନସିଲର ଉପସ୍ଥିତ ଥିଲେ ବେଲପଡା ବ୍ଲକସଭାପତି କୁମୁଦ ମହାକୁଡ, ସମେତ ବେଲପଡ଼ା ବ୍ଲକ ର ପଞ୍ଚାୟତ ସ୍ତରୀୟ ଠାରୁ ବ୍ଲକ କର୍ମକର୍ତ୍ତା ଅଂଶଗ୍ରହଣ କରିଥିଲେ। ଓ ଖପ୍ରାଖୋଲ ବ୍ଳକ ହିମାଞ୍ଚଳ ପଧାନ,ରମେଶ ପଧାନ ପ୍ରମୁଖ ବିଜୁ ଜନତା ଦଳର ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Odisha News Now

Odisha News Now

Next Post
ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

Leave a Reply Cancel reply

Your email address will not be published. Required fields are marked *

Recommended

ଫେରିବେ କୁସ୍ତିଯୋଦ୍ଧା ବିନେଶ ଫୋଗଟ, ୨୦୨୮ ଅଲମ୍ପିକ୍ସ ଉପରେ ନଜର

ଫେରିବେ କୁସ୍ତିଯୋଦ୍ଧା ବିନେଶ ଫୋଗଟ, ୨୦୨୮ ଅଲମ୍ପିକ୍ସ ଉପରେ ନଜର

3 months ago
ସବୁ ରେକର୍ଡ ଚୁରମାର ଲକ୍ଷେ ୪୦ ହଜାର ପାର୍ !

ସବୁ ରେକର୍ଡ ଚୁରମାର ଲକ୍ଷେ ୪୦ ହଜାର ପାର୍ !

3 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ