• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଓଡ଼ିଶା

ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

by Odisha News Now
March 10, 2026
in ଓଡ଼ିଶା
0
0
SHARES
1
VIEWS
Share on FacebookShare on Twitter

ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର.. ଆରମ୍ଭ ହୋଇଛି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ ଦେଖାଦେଇଛି | ମା ତାରାତାରିଣୀ ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି .| ହୁଳୁହୁଳି, ଶଙ୍ଖ, ଘଣ୍ଟରେ କମ୍ପୁଛି ରତ୍ନଗିରି ପାହାଡ | ମା’ଙ୍କ ପୀଠରେ ସ୍ୱତନ୍ତ୍ର ରୀତିନୀତି ଅନୁଷ୍ଠିତ ହୋଇଛି | ଭୋର ୪ଟା ସମୟରେ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତୀ ଭାସନ ଓ ତାଙ୍କ ପତ୍ନୀ ମନ୍ଦରରେ ପହଞ୍ଚି ପୂଜାର୍ଚ୍ଚନା କରି ପଞ୍ଚାମୃତ ହାଣ୍ଡିକୁ ମୁଣ୍ଡାଇ ବେଢା ପରିକ୍ରମା କରିଥିବା ବେଳେ ଜିଲାବାସୀଙ୍କ ମଙ୍ଗଳ କାମନା କରିଥିଲେ ଜିଲାପାଳ |

ମଧ୍ୟରାତ୍ରିରୁ ମା’ଙ୍କ ସ୍ନାନ, ମାର୍ଜନା ଓ ମହାମାୟା ବେଶ ସମ୍ପନ୍ନ ହେବା ପରେ ଭକ୍ତଙ୍କ ପାଇଁ ସାହାଣମେଲା ଦର୍ଶନ ଆରମ୍ଭ ହୋଇଥିଲା | ପ୍ରଥମ ମଙ୍ଗଳବାର ହୋଇଥିବାରୁ ମା’ଙ୍କୁ ସୁନା ବେଶରେ ସଜ୍ଜିତ କରାଯାଇଛି | ଯାହା ଶ୍ରଦ୍ଧାଳୁଙ୍କ ମନ ମୋହି ନେଉଛି | ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି | କିପରି ଭକ୍ତମାନେ ଶାନ୍ତି ଶୃଙ୍ଖଳାରେ ଆସି ମା’ଙ୍କ ଦର୍ଶନ କରିପାରିବେ, ମାନସିକଧାରୀମାନେ ମୁଣ୍ଡନ କରିବେ, ସେଥିନେଇ ଅସ୍ଥାୟୀ ବସଷ୍ଟାଣ୍ଡ, ପାହାଡ ଉପରକୁ ଯିବାଲାଗି ସ୍ବତନ୍ତ୍ର ବସ, ରୋପୱେର ବ୍ୟବସ୍ଥା, ପାନୀୟ ଜଳ, ଆଦି ବିଭିନ୍ନ ବନ୍ଦୋବସ୍ତ କରାଯାଇଛି |

ରାଜ୍ୟ ସରକାରଙ୍କ ପକ୍ଷରୁ ମା’ ତାରାତାରିଣୀ ପୀଠର ନବକଳେବର କରାଯିବା ପରେ ଚଳିତ ବର୍ଷ ଯାତ୍ରାର ଶୋଭା ଆହୁରି ଦ୍ୱିଗୁଣିତ ହୋଇଛି | ଭକ୍ତଙ୍କ ବିଶ୍ରାମ ପାଇଁ ସ୍ୱତନ୍ତ୍ର ସେଡ୍, ପାନୀୟ ଜଳ ଏବଂ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଯୋଗୁଁ ଯାତ୍ରୀମାନେ ଶାନ୍ତିପୂର୍ଣ୍ଣ ଭାବେ ମା’ଙ୍କ ଦର୍ଶନ କରିପାରୁଛନ୍ତି | ସବୁ ମଙ୍ଗଳବାରରେ ଏହି ଭିଡ଼ ଆହୁରି ବଢ଼ିବାର ସମ୍ଭାବନା ରହିଛି | ଏହାକୁ ନିୟନ୍ତ୍ରଣ କରିବା ଲାଗି ୨ ଜଣ ଅତିରିକ୍ତ ଏସପି,୪ ଜଣ ଡିଏସପି, ୧୫ ଜଣ ଇନ୍ସପେକ୍ଟର,୧୧୨ ଜଣ ଏସଆଇ,ଏଏସଆଇ,୨୫୦ ହୋମଗାର୍ଡ,୧୫୪ ଓପିଏଫ, ୧୧ ଜଣ ହାବିଲଦାର ଓ ୧୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବାବେଳେ ବହୁ ସ୍ବେଚ୍ଛାସେବୀ, ବାରିକ ନିୟୋଜିତ ହୋଇଛନ୍ତି | ମା’ଙ୍କ ଚୈତ୍ର ଯାତ୍ରା କେବଳ ଏକ ଧାର୍ମିକ ଉତ୍ସବ ନୁହେଁ, ବରଂ ଏହା ଗଞ୍ଜାମ ଜିଲ୍ଲାର ସଂସ୍କୃତି ଓ ପରମ୍ପରାର ଏକ ଅନନ୍ୟ ପ୍ରତୀକ | ଭକ୍ତଙ୍କର ବି ଅଗାଢ଼ ବିଶ୍ୱାସ ରହିଛି | ଯାହାଫଳରେ ବହୁ ଦୂରଦୁରାନ୍ତରୁ ଆସି ମାଆଙ୍କ ଦର୍ଶନ କରୁଛନ୍ତି |

Odisha News Now

Odisha News Now

Next Post
ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

Leave a Reply Cancel reply

Your email address will not be published. Required fields are marked *

Recommended

ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

2 months ago

କାନ୍ଦୁଥିଲା ଅଭିନେତ୍ରୀଙ୍କ ଆତ୍ମା | ଜେଲରେ ଜୀବନ କାଟିବେ ସ୍ୱାମୀ

3 weeks ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ