• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ରାଜନୀତି

ମହାପ୍ରଭୁଙ୍କ ଉପରେ ଭରସା ଅଛି ! ଖୁବଶୀଘ୍ର ମୁକୁଳିବେ ବିକ୍ରମ ପଣ୍ଡା !

by Odisha News Now
December 22, 2025
in ରାଜନୀତି
0
0
SHARES
3
VIEWS
Share on FacebookShare on Twitter

କେମିତି ଜେଲ ବାହାରେ ବିଜେଡି ନେତାଙ୍କ ଭିଡ଼ ଜମିଛି । ବରିଷ୍ଠଠୁ କନିଷ୍ଠ ସମସ୍ତେ ଏକ ହୋଇ ଠିଆ ହୋଇଛନ୍ତି । ଏମାନେ କୌଣସି ନୂଆ ମାମଲାରେ ଜେଲକୁ ଆସିନାହାନ୍ତି । ପୂର୍ବତନ ବିଧାୟକ ତଥା ବିଜେଡି ଜିଲ୍ଲା ସଭାପତି ବିକ୍ରମ ପଣ୍ଡାକୁ ସାକ୍ଷାତ କରିବାପାଇଁ ଭିଡ଼ ଲାଗିଛନ୍ତି । ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଜେଲରେ ଅଛନ୍ତି ବିଜେଡିର ପୂର୍ବତନ ବିଧାୟକ ଗଞ୍ଜାମ ଜିଲ୍ଲାସଭାପତି ବିକ୍ରମ ପଣ୍ଡା । ପ୍ରାୟ ଦୁଇ ମାସ ଜେଲରେ ଜୀବନ କାଟୁଛନ୍ତି । ସେ କେମିତି ଅଛନ୍ତି । ତାଙ୍କ ମାନସିକ ସ୍ଥିତି କଣ ଅଛି । ଏ ସବୁ ଜାଣିବା ପାଇଁ ବ୍ରହ୍ମପୁର ଜେଲରେ ତାଙ୍କୁ ଆଜି ଭେଟିଥିଲେ ବିଜେଡିନେତା । ଆଉ ତାଙ୍କ ସହିତ କିଛି ସମୟ କଥା ହୋଇ । ତାଙ୍କୁ ବ୍ୟସ୍ତ ନ ହେବା ପାଇଁ ସାନ୍ତ୍ୱନା ଦେଇଛନ୍ତି ।

ତେବେ ବିକ୍ରମ ପଣ୍ଡା ଗିରଫ ହେବା ପରେ ବିଜେଡି ସବୁବେଳେ ଆଭିଯୋଗ କରିଛି ତାଙ୍କୁ ଫସାଇ ଦିଆଯାଇଛି । ଏ ନେଇ ରାଜରାସ୍ତାକୁ ଓହ୍ଲାଇ ଥିଲା ବିଜେଡି । ଆଉ ସମାନ କଥା କହିଛନ୍ତି ବିଜେଡି ନେତା ପ୍ରତାପ ଜେନା । ବିକ୍ରମ ରାଜନୈତିକ ଷଡଯନ୍ତ୍ରର ଶିକାର ହୋଇଛନ୍ତି । ବିକ୍ରମଙ୍କୁ ଗିରଫର କୌଣସି ଠୋସ୍‌ ଆଧାର ନାହିଁ । କେବଳ ନୂଆପଡା ପ୍ରଚାରରେ ବିକ୍ରମଙ୍କୁ ଦୂରେଇ ରଖିବାକୁ ଷଡଯନ୍ତ୍ର କରାଯାଇଛି ବୋଲି ଅଭିଯୋଗ କରିଛନ୍ତି । ଆଉ ବିକ୍ରମଙ୍କୁ ଭେଟି ମହାପ୍ରଭୁ ଜଗନ୍ନାଥ ଖୁବଶୀଘ୍ର ସତ ପଦାକୁ ଆଣିବେ । ଆଉ ସେ ଖଲାସ ହେବେ ତାଙ୍କୁ ବୁଝାଇଛନ୍ତି ।

ତେବେ ରାଜ୍ୟ ଉପସଭାପତି ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା, ପୂର୍ବତନ ଜିଲ୍ଲା ବିଜେଡ଼ି ସଭାପତି ଡ଼ା ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ଛତ୍ରପୁର ବିଧାୟକ ସୁବାଷ ବେହେରା, ପୂର୍ବତନ ବିଧାୟକ ପୂର୍ଣ୍ଣ ସ୍ବାଇଁ, ବିଜେଡ଼ି ନେତା ତୁମ୍ବ ନାଥ ପଣ୍ଡା ଜେଲ ମଧ୍ୟକୁ ଗଲେ ବିକ୍ରମଙ୍କୁ ସାକ୍ଷାତ ପାଇଁ ଆସିଥିଲେ । ହେଲେ ଦେଖାଯାଉ ଏହା ପରେ ବିଜେଡି ସୁପ୍ରିମୋ କେଉଁ ନିଷ୍ପତ୍ତି ନେଉଛନ୍ତି । ଆଉ କେବେ ବାହାରୁଛନ୍ତି ବିଜେଡିର ହେଭିୱେଟ ନେତା ବିକ୍ରମ ପଣ୍ଡା ।ତେବେ କହିରଖୁଛୁ ଅକ୍ଟୋବର ୬ ତାରିଖରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ୧୬ ଜଣଙ୍କୁ ଗିରଫ କରାଯାଇଛି । ଆଉ ଏହାର ମାଷ୍ଟର ମାଇଣ୍ଡ ବିକ୍ରମ ପଣ୍ଡା ଥିଲେ ବୋଲି ସ୍ପଷ୍ଟ କରିଛି ପୋଲିସ । ପୀତବାସ ପଣ୍ଡା ଓ ବିକ୍ରମ ପଣ୍ଡାଙ୍କ ମଧ୍ୟରେ ପୂର୍ବରୁ ଥିଲା ଶତ୍ରୁତା । ବାର କାଉନସିଲ ନିର୍ବାଚନକୁ ନେଇ ଥିଲା ଶତ୍ରୁତା । ପ୍ରତିଶୋଧ ନେବାକୁ ଏହି କାଣ୍ଡ ଘଟାଇଥିଲେ ବିକ୍ରମ । ଯେଉଁଥିପାଇଁ 2 ମାସ ହେବ ଜେଲରେ ଅଛନ୍ତି ବିକ୍ରମ ପଣ୍ଡା ।

Odisha News Now

Odisha News Now

Next Post

ହଟିଲା ମହାତ୍ମା ଗାନ୍ଧୀ ନାଁ ! ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ କଂଗ୍ରେସ ନେତା ଏକ |

Leave a Reply Cancel reply

Your email address will not be published. Required fields are marked *

Recommended

ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

6 days ago

ଗର୍ଜିବେ ଶ୍ରମିକ, କୃଷକ୧୨ରେ ଭାରତ ବନ୍ଦ !

1 month ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ