• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଓଡ଼ିଶା

କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର !ଇଂରାଜୀ ପୁସ୍ତକ ‘Light Green Eyes’ ଉନ୍ମୋଚିତ |

by Odisha News Now
December 31, 2025
in ଓଡ଼ିଶା
0
0
SHARES
4
VIEWS
Share on FacebookShare on Twitter

ରାଜ୍ୟର ବିଶିଷ୍ଟ ଚିକିତ୍ସକ ତଥା କବି ସ୍ୱର୍ଗତ ଡା. ବନମାଳୀ ସାହୁଙ୍କ ସ୍ମୃତିରେ ଆୟୋଜିତ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆସେନସିଭ୍‌ ଏଜୁକେଆର ଲିମିଟେଡ ଓ ଗ୍ଲୋମାକ୍ସ ମ୍ୟାନପାୱାର ସଲ୍ୟୁଏସନ୍‌ର ମିଳିତ ଆନୁକୁଲ୍ୟରେ ଏହି କାର୍ଯ୍ୟକ୍ରମ ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିଲା। ଏଥିରେ କୃତୀ ଛାତ୍ରୀମାନଙ୍କୁ ସମ୍ମାନିତ କରାଯିବା ସହ ଜଣାଶୁଣା ଲେଖକ ତଥା ଭାରତର ରାଷ୍ଟ୍ରଦୂତ ଅରୁଣ କୁମାର ସାହୁଙ୍କ ନୂତନ ଦ୍ୱିଭାଷୀ ପୁସ୍ତକ ‘Light Green Eyes’ ଉନ୍ମୋଚିତ ହୋଇଥିଲା ।

ଡା. ବନମାଳୀ ସାହୁଙ୍କ ସ୍ମୃତିରେ ତାଙ୍କ ସୁପୁତ୍ର ଲେଖକ ଅରୁଣ କୁମାର ସାହୁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଦିଗରେ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ନେଇ ପ୍ରତିବର୍ଷ ସ୍ମାରକୀ ପ୍ରବନ୍ଧ ପ୍ରତିଯୋଗିତା କରୁଛନ୍ତି। ଚଳିତ ବର୍ଷ ବି କରିଛନ୍ତି । ଆଉ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ରାଶି ପ୍ରଦାନ କରିଛନ୍ତି । ଓଡ଼ିଆ ଭାଷା ସାହିତ୍ୟକୁ ଅଧିକ ପ୍ରଚାରପ୍ରସାର କରିବା ପାଇଁ ଶ୍ରୀ ସାହୁ ଏଭଳି ସୁନ୍ଦର ପଦକ୍ଷେପ ଗ୍ରହଣ କରିଛନ୍ତି। ଚଳିତ ବର୍ଷ ପ୍ରଥମ ପୁରସ୍କାର କେନ୍ଦ୍ରାପଡ଼ା ଜିଲ୍ଲାର ହାଟସାହି ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଜ୍ୟୋସ୍ନାରାଣୀ ନାୟକଙ୍କୁ ୫୦,୦୦୦ ଟଙ୍କା ଓ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ୧୦,୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ସେହିପରି ଦ୍ୱିତୀୟ ଓ ତୃତୀୟ ପୁରସ୍କାର ପାଇଛନ୍ତି କିସ୍‌ର ୨ ଜଣ ଛାତ୍ରୀ। ଦ୍ୱିତୀୟ ପୁରସ୍ମାର ବିଜେତା ସନ୍ଧ୍ୟାରାଣୀ ସୋରେନଙ୍କୁ ୪୦, ୦୦୦ ଟଙ୍କା ଓ ତୃତୀୟ ପୁରସ୍କାର ବିଜେତା ଜ୍ୟୋତି ବିରୁଆଙ୍କୁ ୩୦,୦୦୦ ଟଙ୍କା ପ୍ରଦାନ କରାଯାଇଛି। ସେହିପରି କିସ୍‌ର ଶିକ୍ଷକଙ୍କୁ ୧୦,୦୦୦ ଟଙ୍କା ପ୍ରଦାନ କରାଯାଇଛି।

ଡା. ବନମାଳୀ ସାହୁ (୦୧.୦୩.୧୯୪୨ -୦୬.୦୪.୨୦୨୪) ରାଜ୍ୟର ଜଣେ ପ୍ରତିଷ୍ଠିତ ଚିକିତ୍ସକ ଓ କବି ଥିଲେ। ସେ ସୁଦୂର ଦେବଗଡ଼ ଜିଲ୍ଲାର ବନ୍ୟ କ୍ଷେତ୍ରରେ ବସବାସ କରୁଥିବା ବଞ୍ଚିତ ସମୁଦାୟଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ନିଜ ଜୀବନକୁ ସମର୍ପିତ କରିଥିଲେ। ସେ ଓଡ଼ିଆ ସାହିତ୍ୟ ସହିତ ଅଙ୍ଗାଙ୍ଗି ଭାବେ ଜଡ଼ିତ ରହିଥିଲେ। ବିଶେଷ କରି କବିତା କ୍ଷେତ୍ରରେ ତାଙ୍କର ମହତ୍ବପୂର୍ଣ୍ଣ ଭୂମିକା ରହିଥିଲା। ସେ ତାଙ୍କ ଜୀବନକାଳ ମଧ୍ୟରେ ୨୫ରୁ ଅଧିକ ପ୍ରକାଶିତ ଓ ଅପ୍ରକାଶିତ କୃତୀ ଛାଡ଼ି ଯାଇଛନ୍ତି।

ଏହି ଅବସରରେ ଖ୍ୟାତାନାମା ସିନେମା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର, ଜଣାଶୁଣା ସମାଲୋଚକ ଭଗବାନ ଜୟସିଂହ, ପ୍ରଦୀପ ବିଶ୍ୱାଳ, ଇପ୍ସିତା ପାଢ଼ୀ, ମୀନତି ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚ ପରିଚାଳନା ଅଭିଷେକ କରିଥିବାବେଳେ ସୋନାଲି ପ୍ରିୟଦର୍ଶିନୀ, ପିଣ୍ଟୁ ବଡ଼ଜେନା, ଶୁଭମ ମହାପାତ୍ର, ସୁଜିତ, ମଣ୍ଟୁ, ମାନସ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

Odisha News Now

Odisha News Now

Next Post

ଓଡ଼ିଶାର ପର୍ଯ୍ୟଟନ ଶିଳ୍ପରେ ଏକ ନୂତନ ଦିଗନ୍ତ ମାଇନିଂ ଟୁରିଜିମ୍ । ଭିନ୍ନ ଧରଣର ପର୍ଯ୍ୟଟନ ।

Leave a Reply Cancel reply

Your email address will not be published. Required fields are marked *

Recommended

୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ ।

୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ ।

2 months ago
ସବୁ ରେକର୍ଡ ଚୁରମାର ଲକ୍ଷେ ୪୦ ହଜାର ପାର୍ !

ସବୁ ରେକର୍ଡ ଚୁରମାର ଲକ୍ଷେ ୪୦ ହଜାର ପାର୍ !

3 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ