• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ସ୍ୱାସ୍ଥ୍ୟ ଓ ଜୀବନଶୈଳୀ Health

DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

by Odisha News Now
January 30, 2026
in Health, ଓଡ଼ିଶା
0
0
SHARES
0
VIEWS
Share on FacebookShare on Twitter

ରକ୍ତ ଦାନ ହେଉଛି ଏକ ମହତ କାମ। କାରଣ ରକ୍ତ ଦାନ କରି ଜଣେ ଅନ୍ୟ ଜଣଙ୍କର ଜୀବନ ରକ୍ଷା କରିପାରିବେ। ଆପଣଙ୍କର ଗୋଟିଏ ୟୁନିଟ୍ ରକ୍ତ ଆଶା, ଆରୋଗ୍ୟ ଏବଂ କାହାକୁ ଦ୍ୱିତୀୟ ଜୀବନ ଦେଇପାରେ। ଆଉ ରକ୍ତ ଅଭାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଥାଏ। ତେଣୁ ସୁନ୍ଦରଗଡ଼ ଜିଲ୍ଲା ଛଟେନପାଳି DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ ହୋଇଥିଲା ।

ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ଅର୍ଚ୍ଚନା ଓଝା, ଶ୍ରୀ ରବି ନାରାୟଣ ସେଠୀ, ଶ୍ରୀ ସଞ୍ଜୟ କୁମାରଓ ଶ୍ରୀ ରଞ୍ଜନ କୁମାର ପଟେଲ, ପ୍ରିନ୍ସିପାଲ ଯୋଗଦେଇଥିଲେ। ପିଲାମାନଙ୍କର ମା’ବାପା ଏବଂ ପାଖରେ ଥିବା କଲୋନୀର ଅନେକ ଲୋକମାନେ ଆସି ଉତ୍ସାହର ସହ ରକ୍ତଦାନ କରିଥିଲେ । ଆଉ ସମାଜ ସେବାର ଏହି ମହାନ କାର୍ଯ୍ୟକ୍ରମ ସମସ୍ତଙ୍କ ମଧ୍ୟରେ ଭାରି ପ୍ରଶଂସା ପାଇଥିଲା। ଶେଷରେ DAV ଛଟେନପାଳିର ପ୍ରିନ୍ସିପାଲ ଶ୍ରୀମତୀ ସସ୍ମିତା ତ୍ରିପାଠୀ ସମସ୍ତ ଅତିଥି, ରକ୍ତଦାତା ଓ ସହଯୋଗୀଙ୍କୁ ଧନ୍ୟବାଦ ଜଣାଇ କାର୍ଯ୍ୟକ୍ରମର ସଫଳତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ।

ତେବେ ଜାଣିଛନ୍ତି ତ ଏକ ୟୁନିଟ ଦାନ ରକ୍ତରୁ ପ୍ରାୟ ତିନିରୁ ଚାରି ଜଣଙ୍କ ଜୀବନ ରକ୍ଷା କରାଯାଇପାରିବ। କିନ୍ତୁ ସାଧାରଣତଃ ରକ୍ତ ଦାନ ମାଧ୍ୟମରେ ଆବଶ୍ୟକତାଠାରୁ କମ ୟୁନିଟ ସଂଗ୍ରହ କରାଯାଏ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଭାରତରେ ପ୍ରତିବର୍ଷ ପ୍ରାୟ ଏକ କୋଟି ୟୁନିଟ ରକ୍ତ ଆବଶ୍ୟକ ହୁଏ। କିନ୍ତୁ ବିଭିନ୍ନ ଶିବିର ତଥା ଅନ୍ୟାନ୍ୟ ଉପାୟରେ କେବଳ ୭୫ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ କରାଯାଇଥାଏ। ତେଣୁ ଆପଣମାନେ ବି ନିଜ ସ୍ୱଇଚ୍ଛାରେ ରକ୍ତ ଦାନ କରନ୍ତୁ ।

Odisha News Now

Odisha News Now

Next Post
ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

Leave a Reply Cancel reply

Your email address will not be published. Required fields are marked *

Recommended

ପଶ୍ଚିମ ଓଡ଼ିଶାରୁ ନୂଆ ଶଙ୍ଖପତି !

ପଶ୍ଚିମ ଓଡ଼ିଶାରୁ ନୂଆ ଶଙ୍ଖପତି !

2 months ago

ପଞ୍ଚାୟତ କାର୍ଯ୍ୟାଳୟରେ ଚାଲିଛି ଭବିଷ୍ୟତ ଗଢା

3 weeks ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ