• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ସ୍ୱାସ୍ଥ୍ୟ ଓ ଜୀବନଶୈଳୀ Health

ICU ରେ ଅସୁରକ୍ଷିତ ରୋଗୀ !

by Odisha News Now
February 11, 2026
in Health, ଓଡ଼ିଶା, ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
0
0
SHARES
2
VIEWS
Share on FacebookShare on Twitter

କଟକ ବଡ଼ ମେଡିକାଲ୍ ରେ ବଡ଼ ଅବ୍ୟବସ୍ଥା। ମେଡିକାଲ୍ ICU ରେ ବି ଅସୁରକ୍ଷିତ ରୋଗୀ। ବେଡ୍ ରୁ ତଳକୁ ଖସିଗଲେ ବି ଦେଖିବାକୁ ନାହିଁ କେହି। ଆଜ୍ଞା ହଁ ! ବିଲକୁଲ୍ ସତ ଘଟଣା | କଟକ SCB ମେଡିକାଲ୍ ICU ରେ ରୋଗୀ ସିନା ଚିକିତ୍ସିତ ହେଉଛନ୍ତି ହେଲେ ସେମାନଙ୍କୁ ଦେଖିବାକୁ କେହି ଯେମିତି ନାହିଁ। ବିନା ମାଆ ବାପାରେ ଚାଲିଛି ଚିକିତ୍ସା। ମୋବାଇଲ୍ ରୁ ମୋବାଇଲ୍ କୁ ଭାଇରାଲ୍ ହେଉଥିବା ଏଇ ଭିଡିଓ କୁ ଭଲ ଭାବେ ଦେଖନ୍ତୁ। କେମିତି ICU ବେଡ୍ ରୁ ତଳକୁ ଖସି ଯାଉଛନ୍ତି ରୋଗୀ। ତା ପୁର୍ବରୁ ଛଟପଟ ହେଉଛନ୍ତି,ପାଟି ନଖୋଲିଲେ ବି ସହାୟତା ମାଗୁଛନ୍ତି କିନ୍ତୁ ନା କେହି ଅଛି ଦେଖିବାକୁ ନା କିଏ ଅଛି ସାହାଯ୍ୟ କରିବାକୁ।

ଭିଡିଓ ଭାଇରାଲ୍ ହେବା ପରେ ଲୋକଦେଖାଣିଆ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କର୍ତ୍ତୃପକ୍ଷ। ସେଇ ICU ରେ ଥିବା କର୍ମଚାରୀଙ୍କୁ ଦାୟିତ୍ଵରୁ ହଟାଇଛନ୍ତି। ହେଲେ କଣ ଏତିକିରେ ହବ? କିଏ ଦାୟିତ୍ଵରେ ଥିଲେ, କିଏ କାମ କରୁନଥିଲେ ସେ କଥା କେହି ଜାଣି ନାହାଁନ୍ତି। ଏଇ ଗୋଟାଏ ଘଟଣା ନୁହେଁ ଏମିତି ଅନେକ ଦୁର୍ନାମ ମୁଣ୍ଡେଇ ଚାଲିଛି କଟକ ବଡ଼ ମେଡ଼ିକାଲ। ଆଉ ଆଇସିୟୁ ଭିତରେ ରୋଗୀ ଅବହେଳାର ଏ ନଗ୍ନ ଚିତ୍ର ସାମ୍ନାକୁ ଆସିବା ପରେ ଦାୟିତ୍ବରେ ଥିବା ଡାକ୍ତର- ନର୍ସ ଓ ଆଟେଣ୍ଡାଣ୍ଟଙ୍କ ଖାମଖିଆଲି ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି |

ସରକାର ବିଶ୍ବସ୍ତରୀୟ ହସ୍ପିଟାଲ୍ ପାଇଁ ଯୋଜନା ରଖିଛନ୍ତି, କଣ ଏଇ ଅବସ୍ଥାରେ ହେବ ବିଶ୍ବସ୍ତରୀୟ ?

Odisha News Now

Odisha News Now

Next Post

ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

Leave a Reply Cancel reply

Your email address will not be published. Required fields are marked *

Recommended

ଆସିବେ ରାଷ୍ଟ୍ରପତି , ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି !

2 months ago

ସୋଫିଆଙ୍କୁ ସାଇଡ୍ ବିଶ୍ୱଜିତଙ୍କୁ ଏଣ୍ଟ୍ରି !

1 month ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ