• About
  • Advertise
  • Careers
  • Contact
Saturday, March 21, 2026
  • Login
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
  • ମୁଖ୍ୟ ପୃଷ୍ଠା
  • ଜାତୀୟ
  • ଓଡ଼ିଶା
  • ରାଜନୀତି
  • ବାଣିଜ୍ୟ
  • ଅପରାଧ

    ଜେଲ୍‌ରେ କାନ୍ଦୁଛି ମଦନ MKCG ରେ ଭର୍ତ୍ତି ବିକ୍ରମ !

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ଧାନ ଚୋର କୁ ଧରିଲା ଖପ୍ରାଖୋଲ ପୋଲିସ ।

    ମନ୍ତ୍ରୀଙ୍କ ଘରୁ ମିଳିଲା ସହାୟକଙ୍କ ମୃତଦେହ !

    ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ।

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ତେଲେଙ୍ଗାନାରେ ଓଡ଼ିଆ ଝିଅକୁ ଦୁଷ୍କର୍ମ !

    ବିଶ୍ବବିଦ୍ୟାଳୟରେ ଫୁଟିଲା ଗୁଳି କମ୍ପ୍ୟୁଟର । ଶିକ୍ଷକଙ୍କୁ ଗୁଳି କରି ହତ୍ୟା ।

    Trending Tags

    • Sillicon Valley
    • Climate Change
    • Election Results
    • Flat Earth
    • Golden Globes
    • MotoGP 2017
    • Mr. Robot
  • ମନୋରଞ୍ଜନ

    ଖଣ୍ଡଗିରିରୁ କୋର୍ଟ ଯାଏ ସୂର୍ଯ୍ୟମନ୍ଦିର ଯିବେ ସାଇ !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଅଲଗା ପରେ ବି ଅନୁଭବଙ୍କୁ ବଡ଼ ଝଟକା !

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

    ଗୁଲୁଆଙ୍କୁ ହତ୍ୟା ଧମକ ସନ୍ଦେହରେ କିଏ ?

  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
    • All
    • Fashion
    • Health
    • Travel

    ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    ICU ରେ ଅସୁରକ୍ଷିତ ରୋଗୀ !

    ମା’ଙ୍କୁ ଦେଲେ ଏମିତି ସମ୍ମାନ !

    DAV ସ୍କୁଲରେ ରକ୍ତ ଦାନ ଶିବିର ଆୟୋଜିତ

    ପଦାରେ ପଡିଲା ସରକାରଙ୍କ ଦୋ-ମୁହଁ ନୀତି ! ବ୍ୟାନ ହେବନି ପାନ ମସଲା ।

    ୮ ହଜାର ଟଙ୍କା ସୁନା ଶସ୍ତା

    ‘ଅଁଳା’ ଶରୀର ପାଇଁ ଅମୃତ ! ଖାଇଲେ ଦୂର ହେବ ଏହି ରୋଗ ।

    ନୂଆବର୍ଷରୁ ନାହିଁ ନିସ୍ତାର !ସାବାଡ଼ ହେବେ ଅମାନିଆ ଚାଳକ !

    ମାରାତ୍ମକ ମୋବାଇଲ୍ ଲାଇଟ୍ ! ବଦଳାନ୍ତୁ ତୁରନ୍ତ ଏହି ଅଭ୍ୟାସ ନଚେତ …

    ଏହି ପତ୍ର ଖାଆନ୍ତୁ ,ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ !

    Trending Tags

    • Golden Globes
    • Mr. Robot
    • MotoGP 2017
    • Climate Change
    • Flat Earth
  • କ୍ରୀଡା
No Result
View All Result
ଓଡ଼ିଶା ନ୍ୟୁଜ୍ ନାଓ
No Result
View All Result
Home ଓଡ଼ିଶା

ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

by Odisha News Now
March 20, 2026
in ଓଡ଼ିଶା
0
0
SHARES
0
VIEWS
Share on FacebookShare on Twitter

ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଥିବା କୃଷି ଶିକ୍ଷା ସଦନଠାରେ୨ ଦିନିଆ ଓୟୁଏଟି କୃଷକ ମେଳା – ୨୦୨୬ ଆୟୋଜିତ ହୋଇଛି। ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ତଥା ଓଡିଶା ସରକାରଙ୍କ କୃଷି, କୃଷକ ସଶକ୍ତିକରଣ ଓ ଶକ୍ତି ବିଭାଗର ମନ୍ତ୍ରୀ ଏବଂ ଓୟୁଏଟିର ଉପକୁଳାଧିପତି ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ ଯୋଗ ଦେଇ ଚାଷୀ ଭାଇଭଉଣୀମାନଙ୍କୁ ବିଗତ ବର୍ଷ ମାନଙ୍କରେ ରାଜ୍ୟବାସୀଙ୍କୁ ନିରନ୍ତର ଭାବେ ଯୋଗାଇଦେଉଥିବା ଖାଦ୍ୟ ଶସ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।ବର୍ତମାନର ପରିସ୍ଥିତିରେ ସରକାର ଚାଷୀଙ୍କୁ ସବୁ କ୍ଷେତ୍ରରେ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ସଂକଳ୍ପ ବଦ୍ଧ । ଏଣୁ ପାରମ୍ପରିକ କୃଷି ବ୍ୟବସ୍ଥା ସହ ଅନ୍ୟାନ୍ୟ କୃଷିକୁ ହାତକୁ ନେବାକୁ ମନ୍ତ୍ରୀ ଉପଦେଶ ଦେଇଛନ୍ତି। ଓୟୁଏଟି କୃଷକ ମେଳା ଦ୍ୱାରା ଚାଷୀ ଭାଇଭଉଣୀମାନେ କୃଷି ବୈଜ୍ଞାନିକ ତଥା ଗବେଷକଙ୍କ ସହ ଆଲୋଚନା କରି ଅନେକ ତଥ୍ୟ ପାଇପାରିବେ । ଓଡ଼ିଶାର କୃଷି କ୍ଷେତ୍ରକୁ ଏହି ମେଳା ଆହୁରି ସଶକ୍ତ ଓ ଆଧୁନିକ କରିବା ପାଇଁ ଏକ ପ୍ରୟାସ ବୋଲି କହିଛନ୍ତି । ସେହିପରି ଗ୍ରାମୀଣ ଓଡ଼ିଶାର ବିକାଶ ପାଇଁ ପ୍ରଥମେ ଚାଷୀଙ୍କ ବିକାଶ ଉପରେ ଗୁରୁତ୍ୱ ଦେବାକୁ ହେବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ତଥା ସୂକ୍ଷ୍ମ, ଅଣୁ, କ୍ଷୁଦ୍ର ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲିକ ଯୋଗ ଦେଇଥିଲେ ।

କୃଷିର ବିକାଶ କୃଷକଙ୍କ ଉନ୍ନତି ବଳରେ ସମ୍ଭବ । ଆମ ରାଜ୍ୟରେ ସମ୍ବଳ, ସମ୍ଭାର ଓ ସମ୍ଭାବନାର ଗନ୍ତାଘର ଥିବାରୁ ଏହାର ଯଥୋଚିତ ବ୍ୟବହାର ଉପରେ ଗୁରୁତ୍ୱ ଦେଇଛନ୍ତି । କୃଷି ଉଦ୍ୟୋଗଭିତ୍ତିକ, ସମନ୍ବିତ ଓ ବିକଶିତ କରିବା ପାଇଁ ପ୍ରଫେସର ରାଉଳ ପରାମର୍ଶ ଦେଇଛନ୍ତି । ଏହି ଅବସରରେ 30 ଟି ଜ଼ିଲ୍ଲାର ୩୩ଟି କୃଷି, ମତ୍ସ୍ୟ ,ପଶୁ ସମ୍ପଦ କ୍ଷେତ୍ରରେ ବିଶେଷ ଯୋଗଦାନ ଦେଇଥିବା ତଥା କୃଷି ଉଦ୍ୟୋଗ ପ୍ରତିଷ୍ଠା କରିଥିବା ମହିଳା କୃଷକଙ୍କୁ ସମ୍ମାନିତ କରାଯାଇଛି । ସେହିପରି ବିଭିନ୍ନ ସର୍ବଭାରତୀୟ ପ୍ରକଳ୍ପ ମାଧ୍ୟମରେ ଓୟୁଏଟି ସହିତ ଜଡିତ ଥିବା 12 ଜଣ AICRP ମାନଙ୍କୁ ନାନାଦି କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପୂର୍ବକ କୃତିତ୍ୱ ପୁରସ୍କାର ପ୍ରଦାନ କରାଯାଇଛି ।

ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନଙ୍କ ଦ୍ୱାରା ପ୍ରସ୍ତୁତ ଚାଷୀଙ୍କ ହିତରେ କାର୍ଯ୍ୟକାରୀ ହେବାକୁ ଥିବା କେତେକ ପ୍ରକାଶନ, ତ୍ରୈମାସିକ କୃଷି ପତ୍ରିକା ଚାଷୀର ସଂସାର, ମାସିକ ସମ୍ବାଦ ପତ୍ରିକା ‘ଓୟୁଏଟି ଟାଇମ୍ସ ‘କୁ ଅତିଥିମାନେ ଉନ୍ମୋଚନ କରିଛନ୍ତି। ଏହା ସହ ଓୟୁଏଟି ପରିସରରେ ଥିବା କୃଷକ ଭବନରେ କୃଷି ମେଳାର ଆୟୋଜନ କରାଯାଇଛି । ଏଥିରେ 15 ରୁ ଅଧିକ କୃଷି ସମ୍ପର୍କିତ ଷ୍ଟଲ ବିଭିନ୍ନ ବିଭାଗ, କୃଷି ମହାବିଦ୍ୟାଳୟ ତରଫରୁ ପ୍ରଦର୍ଶିତ ହେଉଛି । କାର୍ଯ୍ୟକ୍ରମକୁ ବିଶ୍ୱବିଦ୍ୟାଳୟର ସମ୍ପ୍ରସାରଣ ଓ ଗବେଷଣା ଅଧ୍ୟକ୍ଷ ପ୍ରଫେସର ପ୍ରଶନଜିତ ମିଶ୍ର ସ୍ୱାଗତ ଭାଷଣ ଦେଇ ଆରମ୍ଭ କରିଥିବାବେଳେ ଗବେଷଣା ଅଧ୍ୟକ୍ଷ ପ୍ରଫେସର ନିରଞ୍ଜନ ପଣ୍ଡା ଧନ୍ୟବାଦ ଦେଇଥିଲେ ।

Odisha News Now

Odisha News Now

Leave a Reply Cancel reply

Your email address will not be published. Required fields are marked *

Recommended

ଆସିବେ ରାଷ୍ଟ୍ରପତି , ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି !

2 months ago
ଭୟଙ୍କର ଦୁର୍ଘଟଣା ,ଚାଲିଗଲା ୫ ଜୀବନ !

ଭୟଙ୍କର ଦୁର୍ଘଟଣା ,ଚାଲିଗଲା ୫ ଜୀବନ !

2 months ago

Popular News

  • ଓୟୁଏଟି କୃଷକ ମେଳା – ୨୦୨୬ : ସମ୍ମାନିତ ହେଲେ ୩୩ ମହିଳା ଚାଷୀ

    0 shares
    Share 0 Tweet 0
  • ସ୍ୱାସ୍ଥ୍ୟ ବିଭାଗକୁ ମିଳିଲା ମୋବାଇଲ୍ ଏକ୍ସ-ରେ ମେସିନ୍

    0 shares
    Share 0 Tweet 0
  • ଆସନ୍ତାକାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍’

    0 shares
    Share 0 Tweet 0
  • ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା | ମାଆଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ |

    0 shares
    Share 0 Tweet 0
  • ମଧ୍ୟପ୍ରାଚ୍ୟରେ ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ – ଇନ୍ଧନ ଯୋଗାଣ ସୁଦୃଢ଼ ରହିଛି; ସରକାର

    0 shares
    Share 0 Tweet 0

Connect with us

  • About
  • Advertise
  • Careers
  • Contact

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • ଓଡ଼ିଶା
  • ଜାତୀୟ
  • ରାଜନୀତି
  • ବାଣିଜ୍ୟ
  • କ୍ରୀଡା
  • ମନୋରଞ୍ଜନ
  • Gaming
  • Movie
  • Music
  • Sports
  • Fashion
  • ସ୍ୱାସ୍ଥ୍ୟ ଓ ଜୀବନଶୈଳୀ
  • Travel
  • ଅପରାଧ
  • Health
  • Food

Copyright © 2026, ଓଡ଼ିଶା ନ୍ୟୁଜ୍ ନାଓ