“ଆର୍ଥିକ ଅଭିବୃଦ୍ଧିକୁ ବଜାୟ ରଖିବା ଏବଂ ସୁଦୃଢ଼ କରିବା” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଓଡ଼ିଶା ନ୍ୟୁଜ୍ ନାଓ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି “ଆର୍ଥିକ ଅଭିବୃଦ୍ଧିକୁ ବଜାୟ ରଖିବା ଏବଂ ସୁଦୃଢ଼ କରିବା” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ...





